• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Capricorn

ମକର

Friday 01 Mar 2024

ଉ,ଷାଢା- ଶାରୀରିକ ପିଡା ଭୋଗ କରିପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ।

ଶ୍ରବଣା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୌଣସି ଜରୁରୀ ଯୋଜନା ସଫଳ ହେବ ।

ଧନିଷ୍ଠା- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତ୍ତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :