• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Wednesday 01 Mar 2023

ଅଶ୍ୱନୀ- ବନ୍ଧୁ, ପରିଜନକୁ ନିଜର ମନ କଥା ପ୍ରକାଶ କରିବେ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।

କୃତିକା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

ଦ୍ୱିଜା- ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :