• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Wednesday 01 Mar 2023

ଧନିଷ୍ଠା- ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ ।

ଶତଭିଷା- ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ

ପୂ, ଭାଦ୍ରପଦ- ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ନିଜ ଲୋକ ମାନଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :