• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Wednesday 01 Mar 2023

ପୂ, ଭାଦ୍ରପଦ- ବାଣିଜ୍ୟ - ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । ବିବାଦୀୟ ପରିସି୍ଥତିରେ ସଫଳତା ଯୋଗୁଁ ମନ ଖୁସି ରହିବ ।

ଉ, ଭାଦ୍ରପଦ- ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।

ରେବତୀ- ଆର୍ଥିକ ମାମଲାରେ କାହାରିକୁ ଭରସା କରନ୍ତୁ ନାହିଁ । ମହିଳା ମାନେ ମଧୁର ସଂପର୍କ ଗଢିବେ । ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :