• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Wednesday 01 Mar 2023

ମୃଗଶିରା- ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।

ଆଦ୍ରା- କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନିତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ ।

ପୁନର୍ବସୁ- ଦଳୀୟ କର୍ମୀ ମାନେ ସାଙ୍ଗଠନିକ କାର‌୍ୟ୍ୟରେ ଯୋଗ ଦେବେ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :