• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Wednesday 01 Mar 2023

ପୁନର୍ବସୁ- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପରିବାରରେ ସମସ୍ତଙ୍କୁ ସାହାର‌୍ୟ୍ୟ କରିବାରେ ସଫଳ ହେବେ । ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିସୃତି ଦେଇ ସମାଲୋଚିତ ହୋଇପାରନ୍ତି

ପୁଷ୍ୟା- ବାଣିଜ୍ୟ ବ୍ୟବସାୟ, ଶେୟାର ବଜାର ଓ ପରିବହନରେ ଲାଭବାନ୍ ହେବେ । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ଛାତ୍ରିଙ୍କ ପାଇଁ ଦିନଟି ଲାଭ ପ୍ରଦ ହେବ ।

ଅଶ୍ଳେଷା- ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଂଶସିତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ ।

ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :