• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Wednesday 01 Mar 2023

ମଘା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । କୈାଣସି ଉନ୍ନତି ମୂଳକ କାର‌୍ୟ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର‌୍ୟ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।

ପୂ- ଫାଲ୍‌ଗୁନୀ - ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଉ- ଫାଲ୍‌ଗୁନୀ- ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :