• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Wednesday 01 Mar 2023

ଉ- ଫାଲ୍‌ଗୁନୀ- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ ।

ହସ୍ତା- ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ଚିତ୍ରା- ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ମହିଳା ମାନଙ୍କର ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :