• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Wednesday 01 Mar 2023

ଚିତ୍ରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ସ୍ୱାତୀ- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର‌୍ୟ୍ୟରେ ଆପଣଙ୍କ ରୁଚି ବଢିବ ।

ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :