• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Wednesday 01 Mar 2023

ମୂଳା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।

ପୂ, ଷାଢା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।

ଉ, ଷାଢା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :