• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ଧନ ଲାଭ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି

Capricorn

ମକର

Wednesday 01 Mar 2023

ଉ, ଷାଢା- କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ ।

ଶ୍ରବଣା- ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।

ଧନିଷ୍ଠା- ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :