କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।
କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ।
ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ମୃଗଶିରା- ମହିଳାମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଯାନବାହନ, ସଭା ସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।