• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Aquarius

କୁମ୍ଭ

Saturday 01 Mar 2025

ଧନିଷ୍ଠା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିବାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭିଜ୍ଞତା ହାସଲ କରିବେ ।

ଶତଭିଷା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।

ପୂ, ଭାଦ୍ରପଦ- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।