• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Pisces

ମୀନ

Saturday 01 Mar 2025

ପୂ,ଭାଦ୍ରପଦ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ଉ,ଭାଦ୍ରପଦ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ରେବତୀ- ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ । ଶତୃମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ।

ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।