କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।
ମୃଗଶିରା- ଭାତୃ ସଂପର୍କରେ ଉନ୍ନତି ଘଟିବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ଆଦ୍ରା- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ।
ପୁନର୍ବସୁ- ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୌଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।