• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Cancer

କର୍କଟ

Saturday 01 Mar 2025

ପୁନର୍ବସୁ- ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ।

ପୁଷ୍ୟା- ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।

ଅଶ୍ଲେଷା-ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।