କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।
ଉ,ଫଳଗୁନି- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।
ହସ୍ତା-ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ଚିତ୍ରା-ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।