• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Libra

ତୁଳା

Saturday 01 Mar 2025

ଚିତ୍ରା- ସୁସ୍ଥତା ପ୍ରକାଶ ପାଇବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ।

ସ୍ୱାତୀ- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।

ବିଶାଖା- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ରାଜନୀତିରେ ଦଳୀୟ ନେତାଙ୍କ ଠାରୁ ସାବଧାନ୍ ରୁହନ୍ତୁ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।