• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Scorpio

ବିଛା

Saturday 01 Mar 2025

ବିଶାଖା- ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ଜ୍ୟେଷ୍ଠା- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରିପାଇବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।