• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Sagittarius

ଧନୁ

Saturday 01 Mar 2025

ମୂଳା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୌଣସି କାର୍ଯ୍ୟ ଠିକ୍ ଭାବରେ କରି ପାରିବେ ନାହିଁ।

ପୂ, ଷାଢା- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ।

ଉ, ଷାଢା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ-ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।