• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Capricorn

ମକର

Saturday 01 Mar 2025

ଉ,ଷାଢା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।

ଶ୍ରବଣା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଧନିଷ୍ଠା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।