ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର – ସିଂହ ରାତ୍ରି ୧୨.୨୦ ଗତେ କନ୍ୟା,ତିଥି – ୧୧ ସିଂହ ରାତ୍ରି ୧୦.୧୦ ଗତେ ୧୨ଶୀ,ଘାତ ଚନ୍ଦ୍ର – କର୍କଟ , ମକର ରାତ୍ରି ୧୨.୨୦ ଗତେ ବୃଷ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୫୦ ଗତେ ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୧୦ ଗତେ ୨ ପାଦ ।
ଧନିଷ୍ଠା - ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର୍ୟ୍ୟ ଶୁଭପ୍ରଦ ହେବ ।
ଶତଭିଷା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ପୂ, ଭାଦ୍ରପଦ- ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ ।
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮