• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Aries

ମେଷ

Wednesday 01 May 2024

ଅଶ୍ୱନୀ-ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।

ଦ୍ୱିଜା- ଛାତ୍ରଛାତ୍ରୀମାନେ ପଢାରେ ଭଲ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

କୃତିକା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ।

ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :