• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Taurus

ବୃଷ

Wednesday 01 May 2024

କୃତିକା- ବିଦ୍ୟାର୍ଥୀମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ

ରୋହିଣୀ- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।

ମୃଗଶିରା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :