• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Aquarius

କୁମ୍ଭ

Wednesday 01 May 2024

ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ଆକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ।

ଶତଭିଷା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ପୂ,ଭାଦ୍ରପଦ- ନୂତନ ଯାନବାହନ କିଣିପାରନ୍ତି । ରାସ୍ତା ଘାଟରେ ସାବଧାନତା ସହିତ ଯାତାୟତ କରନ୍ତୁ । ମହିଳାମାନେ ଆଭୁଷଣ ପ୍ରିୟ ହେବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :