• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Pisces

ମୀନ

Wednesday 01 May 2024

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ଉ,ଭାଦ୍ରପଦ- ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ

ରେବତୀ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଆଶାନୂରୁପ ସଫଳତା ମିଳିବ । ମହିଳାମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :