• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Cancer

କର୍କଟ

Wednesday 01 May 2024

ପୁନର୍ବସୁ- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ପୁଷ୍ୟା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳାମାନେ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି।

ଅଶ୍ଲେଷା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :