• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Leo

ସିଂହ

Wednesday 01 May 2024

ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଙ୍ଗ କରି ପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ପୂ,ଫାଲଗୁନି- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :