• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Libra

ତୁଳା

Wednesday 01 May 2024

ଚିତ୍ରା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।

ସ୍ୱାତୀ- ରାଜନୀତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।

ବିଶାଖା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :