• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Scorpio

ବିଛା

Wednesday 01 May 2024

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରିବେ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।

ଅନୁରାଧା- ରାଜନୀତିରେ କୌଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ ।

ଜ୍ୟେଷ୍ଠା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭବାନ ହେବେ । କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :