• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Sagittarius

ଧନୁ

Wednesday 01 May 2024

ମୂଳା- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।

ପୂ,ଷାଢା- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ଉ,ଷାଢା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :