• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st May 2024: ଆଜି ଏହି ରାଶିର ବ୍ୟକ୍ତି ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ମକର ଅହୋରାତ୍ର।

Capricorn

ମକର

Wednesday 01 May 2024

ଉ,ଷାଢା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।

ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ରାଜନୀତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଧନିଷ୍ଠା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :