• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କାରବାରରେ ଉପକୃତ ହେବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମକର ଅହୋରାତ୍ର ତିଥି- ୮ମୀ ରାତ୍ରି ୧୧/୦୪ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି-ଭୂମିଦାନ

Taurus

ବୃଷ

Tuesday 01 Nov 2022

କୃତିକା - ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :