• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କାରବାରରେ ଉପକୃତ ହେବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମକର ଅହୋରାତ୍ର ତିଥି- ୮ମୀ ରାତ୍ରି ୧୧/୦୪ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 01 Nov 2022

ଧନିଷ୍ଠା –ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ

ଶତଭିଷା – ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ପୂ , ଭାଦ୍ରପଦ – ଘରଭଡାକୁ କେନ୍ଦ୍ରକରି କଳହ ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :