• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କାରବାରରେ ଉପକୃତ ହେବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମକର ଅହୋରାତ୍ର ତିଥି- ୮ମୀ ରାତ୍ରି ୧୧/୦୪ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 01 Nov 2022

ମୃଗଶିରା - ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ଆଦ୍ରା - ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।

ପୁନର୍ବସୁ - କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :