• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କାରବାରରେ ଉପକୃତ ହେବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମକର ଅହୋରାତ୍ର ତିଥି- ୮ମୀ ରାତ୍ରି ୧୧/୦୪ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 01 Nov 2022

ପୁନର୍ବସୁ - ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।

ପୁଷ୍ୟା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ଅଶ୍ଳେଷା - ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ ।

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :