• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କାରବାରରେ ଉପକୃତ ହେବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମକର ଅହୋରାତ୍ର ତିଥି- ୮ମୀ ରାତ୍ରି ୧୧/୦୪ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି-ଭୂମିଦାନ

Libra

ତୁଳା

Tuesday 01 Nov 2022

ଚିତ୍ରା – ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।

ସ୍ୱାତୀ – ଦୀର୍ଘଦିନରୁ ଅଟକି ରହିିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।

ବିଶାଖା – କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ ।

ପ୍ରତିକାର –ପର୍ଶୁରାମ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :