• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2022: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କାରବାରରେ ଉପକୃତ ହେବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମକର ଅହୋରାତ୍ର ତିଥି- ୮ମୀ ରାତ୍ରି ୧୧/୦୪ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 01 Nov 2022

ମୂଳା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପୂ , ଷାଢା – ମାନସିକ ଅସି୍ଥରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।

ଉ , ଷାଢା – ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :