• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Aries

ମେଷ

Wednesday 01 Nov 2023

ଅଶ୍ୱନୀ - ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।

ଦ୍ୱିଜା - ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

କୃତିକା - ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ ।

ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :