• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Wednesday 01 Nov 2023

କୃତିକା - ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।

ରୋହିଣୀ - ରାଜନିତିରେ ଶତ୍ରୁ ଓ ବିରୋଧି ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ ।

ମୃଗଶିରା - ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତିକୁ ନେଇ ଚିନ୍ତାରେ ରହିବେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :