• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Wednesday 01 Nov 2023

ଧନିଷ୍ଠା - ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ।

ଶତଭିଷା - ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।

ପୂ,ଭାଦ୍ରପଦ - ଛାତ୍ରଛାତ୍ରୀ ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :