• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Wednesday 01 Nov 2023

ପୂ,ଭାଦ୍ରପଦ - ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ।

ଉ,ଭାଦ୍ରପଦ - ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକଠାକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ।

ରେବତୀ - ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :