• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Wednesday 01 Nov 2023

ପୁନର୍ବସୁ - ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।

ପୁଷ୍ୟା - ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବମୂର୍ତିକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।

ଅଶ୍ଲେଷା - ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :