• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Wednesday 01 Nov 2023

ମଘା - ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।

ପୂ,ଫାଲଗୁନି - ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ଉ,ଫାଲଗୁନି – ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :