• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Wednesday 01 Nov 2023

ଉ,ଫଳଗୁନି - ମାନସିକ ସ୍ଥିରତା ଦେଖାଦେବ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ହସ୍ତା - ନୂତନ ବ୍ୟବସାୟ ଆରମ୍ଭ କରିି ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।

ଚିତ୍ରା - ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :