• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Wednesday 01 Nov 2023

ଚିତ୍ରା - ରୋଗ ସାମୟିକ ହେଲେ ମଧ୍ୟ ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।

ସ୍ୱାତୀ - ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ ।

ବିଶାଖା - ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :