• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Wednesday 01 Nov 2023

ବିଶାଖା - କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ପିଲାମାନଙ୍କ କାର୍ଯ୍ୟକଳାପ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଆପଣ ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ।

ଅନୁରାଧା - କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରି କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।

ଜ୍ୟେଷ୍ଠା - ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :