• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର  ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧  ତାରିଖ ବୁଧବାର। ଚନ୍ଦ୍ର-  ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Wednesday 01 Nov 2023

ମୂଳା - ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ପୂ,ଷାଢା - ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ।

ଉ,ଷାଢା - ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।

ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :