ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର ତିଥି –୬ଷ୍ଠୀ ରାତ୍ରି ୦୮/୪୭ ଗତେ ୭ମୀ ଚନ୍ଦ୍ର – ବିଛା ରାତ୍ରି ୦୩/୧୧ ଗତେ ଧନୁ ଘାତ ଚନ୍ଦ୍ର- ରାତ୍ରି ୦୩/୧୧ ଗତେ ତୁଳା , କୁମ୍ଭ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮/୪୭ ଗତେ ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ
କୃତିକା - ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ
ରୋହିଣୀ – ପ୍ରେମିି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ
ମୃଗଶିରା –ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ
ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬