• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର ତିଥି –୬ଷ୍ଠୀ ରାତ୍ରି ୦୮/୪୭ ଗତେ ୭ମୀ ଚନ୍ଦ୍ର – ବିଛା ରାତ୍ରି ୦୩/୧୧ ଗତେ ଧନୁ ଘାତ ଚନ୍ଦ୍ର- ରାତ୍ରି ୦୩/୧୧ ଗତେ ତୁଳା , କୁମ୍ଭ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮/୪୭ ଗତେ ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Pisces

ମୀନ

Saturday 01 Oct 2022

ପୂ , ଭାଦ୍ରପଦ - ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ

ଉ , ଭଦ୍ରପଦ - ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ

ରେବତୀ – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :